Masthead

କଟକରେ ସର୍ବାଧିକ ୧୦୬୦ ଭିକାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭିକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। କଟକରେ ସର୍ବାଧିକ ୧୦୬୦ ଭିକାରୀ ଅଛନ୍ତି ବୋଲି ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବରଗଡ଼ରେ ୫୯୫, ଗଞ୍ଜାମରେ ୫୪୫ ଭିକାରୀ ଥିବାବେଳେ ବଲାଙ୍ଗିରରେ ୪୮୨, ସୁନ୍ଦରଗଡ଼ରେ ୪୧୭ ଭିକାରୀ ଅଛନ୍ତି । ସେହିପରି ପୁରୀରେ ୩୫୦ ଭିକାରୀ ଥିବା ଗୃହରେ ଲିଖିତ ଉତ୍ତର ଦେଇଛନ୍ତି ବିଧାୟକ । କହିଛନ୍ତି ରାଜ୍ୟକୁ ଭିକାରୀମୁକ୍ତ କରିବାକୁ ଯୋଜନା ଚାଲିଛି । ପ୍ରଥମ ପର୍ଯ୍ୟାୟରେ ପୁରୀ ଓ ଭୁବନେଶ୍ୱରରେ ଅଭିଯାନ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ