ଆଜି କଟକ ବନ୍ଦ

କଟକ(ବଡ଼ ଖବର ବ୍ୟୁରୋ): ଆଜି ୧୨ ଘଣ୍ଟିଆ କଟକ ବନ୍ଦ । ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ କଟକ ବନ୍ଦ ଡାକରା ଦେଇଛି କଟକ ନଗର ବିଜେପି। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ତେବେ ସମସ୍ତ ଜରୁରୀ ସେବାକୁ ବାଦ ଦିଆଯିବ । ଶାନ୍ତିପୂର୍ଣ୍ଣ ଉପାୟରେ ବନ୍ଦ ପାଳନ କରାଯିବ ଓ କୌଣସି ରାସ୍ତାରୋକ କରାଯିବ ନାହିଁ । ମୂର୍ତ୍ତି ଉଚ୍ଚତା ଗତବର୍ଷ ଭଳି ୪ଫୁଟରେ ସୀମିତ ରହିବ ବୋଲି ଏସଆରସି ଘୋଷଣା କରିବା ପରେ ଏହାକୁ ନେଇ କଟକରେ ଅସନ୍ତୋଷ ବଢ଼ିଥିଲା ।

ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ୧୨ ପ୍ଲାଟୁନ୍ ପୁଲିସ ଫୋର୍ସ କଟକ କମିସନରେଟରେ ମୁତୟନ କରାଯିବାର ବ୍ୟବସ୍ଥା ହୋଇଛି। କଲେଜ ଛକ, ଦୋଳମୁଣ୍ଡାଇ, ଓଏମପି ଛକ, ଖାନନଗର, ଜିଲ୍ଲାପାଳ ଅଫିସ ସାମନା, ସିଏମ୍ ସି ଅଫିସ ସାମନା, ବକ୍ସିବଜାର, ଚଣ୍ଡୀଛକ, ବାଦାମବାଡ଼ି, ଆକାଶବାଣୀ ଭବନ ସାମ୍‌ନା ଇତ୍ୟାଦି ଅଞ୍ଚଳକୁ ସମ୍ବେଦନଶୀଳ ଅଞ୍ଚଳରେ ଅସ୍ଥାୟୀ ଚେକ୍ ପୋଷ୍ଟ୍ ଖୋଲାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’