Masthead

ମାଲଗୋଦାମରେ ଚଢ଼ାଉ

କଟକ (ବଡ଼ ଖବର ବ୍ୟୁରୋ): କଟକ ମାଲଗୋଦାମରେ ଦୀର୍ଘ ଦିନ ହେବ ଚାଲିଥିଲା ନକଲି ଲଙ୍କାଗୁଣ୍ଡ ଓ ହଳଦୀଗୁଣ୍ଡ ବେପାର । ବୁଧବାର କମିଶନରେଟ ପୋଲିସ ସେଠାରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜବତ କରିଛି । ବିପୁଳ ପରିମାଣର ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ମଧ୍ୟ ଜବତ କରାଯାଇଛି । ଏହିସବୁ ସାମଗ୍ରୀ ବିଭିନ୍ନ ଜିଲ୍ଲାରେ ବିକ୍ରି କରାଯାଉଥିଲା । ପୋଲିସର ଏହି ସଫଳତାକୁ ସାଧାରଣରେ ପ୍ରଶଂସା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ