Masthead

ଓଡ଼ିଶା ପାଇପ୍ ଜଳ ଯୋଗାଣ କର୍ମଚାରୀଙ୍କ ପକ୍ଷରୁ ଧାରଣା

କଟକ (ବଡ଼ ଖବର ବ୍ୟୁରୋ): ଓଡ଼ିଶା ପାଇପ୍ ଜଳ ଯୋଗାଣ କର୍ମଚାରୀଙ୍କ ପକ୍ଷରୁ ଆଜି କଟକ ମହାନଦୀ ବିହାର ଗ୍ରାମ୍ୟ ଜଳ ଯୋଗାଣ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଦାବି ପୂରଣ ନିମନ୍ତେ ଧାରଣାରେ ବସିଥିଲେ। ସୂଚନା ଅନୁସାରେ ଅଧିକ୍ଷଣ ଯନ୍ତ୍ରୀ ଅଧିନସ୍ଥ କର୍ମଚାରୀମାନଙ୍କୁ ନୀଚ ଦୃଷ୍ଟିରେ ଦେଖିବା , ଇଂରେଜମାନଙ୍କ ଭଳି ବ୍ୟବହାର କରିବା ସହିତ ସେମାନଙ୍କ ପ୍ରାପ୍ୟ ଦରମାକୁ ମାସ ମାସ ଧରି ବନ୍ଦ ରଖିବା ଏବଂ ବର୍ଦ୍ଧିତ ଦରମାକୁ ନଦେଇ ଶ୍ରମିକ ମାରଣ ନୀତି କରୁଛନ୍ତି।

ଅଧିକ୍ଷଣ ଯନ୍ତ୍ରୀଙ୍କ ଏଭଳି କାର୍ଯ୍ୟ ଯୋଗୁଁ ଅଧିନସ୍ଥ କର୍ମଚାରୀମାନେ ଦୀର୍ଘ ୩୦ ବର୍ଷ ଧରି ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯଦି ଏହି ନିମ୍ନ ପଦସ୍ଥ କର୍ମଚାରୀଙ୍କର ଦାବି ପୂରଣ ନ ହୁଏ ତାହେଲେ ଆଗାମୀ ଦିନରେ ଏକ ବଡଧରଣର ବିକ୍ଷୋଭ ହେବାର ଆଶଙ୍କା ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ