Masthead

ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ

ଉଦଳା (ବଡ଼ ଖବର ବ୍ୟୁରୋ): ନିଜକୁ ବିଡିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ୱପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଲୁଟିନେଲେ ସାଇବର ଲୁଟେରା । ଖୁଣ୍ଟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲ ନନ୍ଦ କିଶୋର ପଟ୍ଟନାୟକଙ୍କ ନିକଟକୁ ଏକ ନମ୍ବରରେ ଫୋନ ଆସିଥିଲା। ଫୋନ କରିଥିବା ବ୍ୟକ୍ତି ନିଜକୁ ବିଡିଓର ପରିଚୟ ଦେଇ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବା ପାଇଁ କହିଥିଲେ। ଏହି ପ୍ରୋଜେକ୍ଟ ବସାଇବା ପାଇଁ ସରକାରଙ୍କ ତରଫରୁ ପ୍ରାଥମିକ ଭାବେ ୪୦ ହଜାର ଟଙ୍କା ଦିଆଯିବ କହି ଆକାଉଣ୍ଟ ନମ୍ବର ସହିତ ନେଟ ବ୍ୟାଙ୍କିଙ୍ଗ ମାଧ୍ୟମରେ ଟଙ୍କା ଗ୍ରହଣ କରିବାକୁ କହିଥିଲେ ଯୁବକ ।

ଯାହାକି ଟଙ୍କା ଆକାଉଣ୍ଟକୁ ଆସିବା ପ୍ରତିବଦଳରେ ତାଙ୍କ ଆକାଉଣ୍ଟରୁ ୨୦ ହଜାର ଟଙ୍କା ସାଇବର ଲୁଟେରାମାନେ ଲୁଟି ନେଇଥିବା ପ୍ରିନ୍ସିପାଲ ଜାଣିବାକୁ ପାଇଥିଲେ। ଏ ସବୁ ଭିତରେ ପ୍ରିନ୍ସିପାଲଙ୍କ ଆକାଉଣ୍ଟ ରୁ ୨୦ ହଜାର ଟଙ୍କା ସାଇବର ଲୁଟେରା ଲୁଟିନେଇଥିବା ବେଳେ ଅନ୍ୟ ଜଣେ କର୍ମଚାରୀଙ୍କୁ ଲୁଟିବାକୁ ଚେଷ୍ଟା କରିଥିବା ବେଳେ ପ୍ରିନ୍ସିପାଲ ଉକ୍ତ କର୍ମଚାରୀଙ୍କୁ ଲୁଟ ବାବଦରେ କହିଦେବାରୁ କର୍ମଚାରୀ ଜଣକ ଅଳ୍ପକେ ସାଇବର ଲୁଟେରାଙ୍କୁ କବଳରୁ ବର୍ତ୍ତି ଯାଇଛନ୍ତି। ଏ ବାବଦରେ କଲେଜ ପ୍ରିନ୍ସିପାଲ ଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ