Masthead

‘ବିପର୍ଯ୍ୟୟ’ ତାଣ୍ଡବ, ଗଲାଣି ୨୫ ଜୀବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାଣ୍ଡବ କରୁଛି ବାତ୍ୟା ‘ବିପର୍ୟ୍ୟୟ’ । ଏବେ ଠାରୁ କ୍ଷୟକ୍ଷତି ଘଟାଇବା ଆରମ୍ଭ କଲାଣି ବାତ୍ୟା ‘ବିପର୍ଯ୍ୟୟ’ । ନେଲାଣି ୨୫ ଜଣଙ୍କ ଜୀବନ, ଆଉ ୬ ଘଣ୍ଟାରେ ନେବ ଅତି ଭୀଷଣ ରୂପ । ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଳୟ ରୂପ ଧାରଣ କରିଛି । ପାକିସ୍ତାନର ଉପକୂଳବର୍ତ୍ତୀ ଅଞ୍ଚଳରେ ତାଣ୍ଡବ ରହିଛି ବାତ୍ୟା ‘ବିପର୍ଯ୍ୟୟ’ । ବାତ୍ୟା ପ୍ରଭାବରେ ପାକିସ୍ତାନରେ ପ୍ରବଳ ବର୍ଷା ଜାରି ରହିଛି ।

ପ୍ରବଳ ବର୍ଷା ଯୋଗୁଁ ପାକିସ୍ତାନରେ ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪୫ ଜଣ ଆହତ ହୋଇଥିବା ଜଣାପଡିଛି । ସୁପର ସାଇକ୍ଲୋନ୍ ‘ବିପର୍ଯ୍ୟୟ’ ପ୍ରଭାବରେ ୬୯ ଘର ଭାଙ୍ଗି ଯାଇଛି ।ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଘନୀଭୂତ ହୋଇ ଉତ୍ତର ଦିଗରେ ଗତି କରୁଛି ବାତ୍ୟା ‘ବିପର୍ଯ୍ୟୟ’ । ମୁମ୍ବାଇ ଠାରୁ ୬୦୦ କିମି ଦୂରରେ ରହିଛି । ସେହିପରି ପୋର ବନ୍ଦର ଠାରୁ ୫୩୦ କିମି ଓ କରାଚୀ ଠାରୁ ୮୩୦ କିମି ଦୂରରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ