Masthead

ଦିନକ ପରେ ମିଳିବ ବାତ୍ୟା କ୍ଷତିପୂରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ବାତ୍ୟାର ପ୍ରକୋପ । ଆସିଲା କ୍ଷୟକ୍ଷତି ରିପୋର୍ଟ । ଏବେ ଖୁସି ଖବର । ଦିନକ ପରେ କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକକୁ ଯିବ ଟଙ୍କା । ବାତ୍ୟା ଦାନାର କ୍ଷୟକ୍ଷତି ଆକଳନ ସରିଛି । ପ୍ରାଥମିକ ସ୍ତରରେ ୧୪ ଜିଲ୍ଲାରେ ପ୍ରାୟ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ଆକଳନ ହୋଇଥିବା କହିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।

ଏହି କ୍ରମରେ ଚାଷୀଙ୍କୁ ପ୍ରଥମେ କ୍ଷତିପୂରଣ ଦେବେ ରାଜ୍ୟ ସରକାର । ଦିନେ କି ଦୁଇ ଦିନ ମଧ୍ୟରେ ସମସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ । କେନ୍ଦ୍ରୀୟ ସହାୟତାକୁ ଅପେକ୍ଷା ନ କରି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ପ୍ରଥମ ଚାଷୀଙ୍କୁ ଦେବେ କ୍ଷୟକ୍ଷତି ବାବଦ ଟଙ୍କା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ