Masthead

ଓଡ଼ିଶାରେ ବାତ୍ୟା ପ୍ରଭାବ, ଗଜପତି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ସ୍ଥଳଭାଗ ମୁହାଁ ବାତ୍ୟା ‘ମିଗଜୋମ’ । ବାତ୍ୟାର ପ୍ରଭାବ ଓଡ଼ିଶାରେ ଅନୁଭୂତ ହେଲାଣି। ବାତ୍ୟା ପ୍ରଭାବରେ ଓଡ଼ିଶାରେ ଗତକାଲିଠାରୁ ପାଗ କୋହଲା ରହୁଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ହେଉଛି । ଏହାକୁ ଲକ୍ଷ୍ୟରେ ରଖି ଗଜପତି ଜିଲ୍ଲାରେ ଆସନ୍ତାକାଲି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲି ଜିଲ୍ଲାର ସମସ୍ତ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ନିର୍ଦ୍ଦେଶ ଦିଆଯାଇଛି। ଏ ସଂକ୍ରାନ୍ତରେ ଜିଲ୍ଲାପାଳ ସମସ୍ତ ବିଡ଼ିଓ, ତହସିଲଦାର ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ