Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ୯ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋସାଗରରେ ଅବପାତ ସୃଷ୍ଟି ସମ୍ଭାବନା ପରେ ଏହା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ । ଭାରତୀୟ ପାଣିପାଗ ଏ ନେଇ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ