Masthead

ତାଣ୍ଡବ ରଚିଛି ସାଇକ୍ଲୋନ ‘ଫ୍ରେଡି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତାଣ୍ଡବ ରଚିଛି ସାଇକ୍ଲୋନ ‘ଫ୍ରେଡି’ । ପ୍ରବଳ ଝଡ଼ ସହ ବନ୍ୟା । ୩୦୦ରୁ ଅଧିକ ଲୋକଙ୍କ ମୁତ୍ୟୁ । ଆଫ୍ରିକାର ମଲାୱି ପ୍ରଦେଶରେ ଏବେ ପ୍ରକୃତି ତାଣ୍ଡବ ଲୀଳା ଦେଖିବାକୁ ମିଳିଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରାଯିବା ସହ ସେମାନଙ୍କୁ ଅତ୍ୟାଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଉଛି । ବର୍ତମାନ ସୁଧା ୩୨୬ ଜଣଙ୍କ ମୁତ୍ୟୁ ହୋଇଥିବା ବେଳେ ମୁତ୍ୟୁ ସଂଖ୍ୟା ଆହୁରି ବଢିବା ନେଇ ଅନୁମାନ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ