Masthead

ବାତ୍ୟା ଟଳିଲା ବର୍ଷା ବଢ଼ିଲା

ଗଜପତି(ବଡ଼ ଖବର ବ୍ୟୁରୋ): ଟଳିଯାଇଛି ବାତ୍ୟା ବିପଦ, କିନ୍ତୁ ଜାରି ରହିଛି ଲଗାଣ ବର୍ଷା। ଗତ ଦୁଇ ଦିନ ଧରି ବର୍ଷା ଜାରି ରହିଥିବାରୁ ଜିଲ୍ଲାର ବଂଶଧାରା ଏବଂ ମହେନ୍ଦ୍ରତନୟା ନଦୀର ଜଳସ୍ତର ବୃଦ୍ଧି ପାଇଛି। ତେବେ ବଂଶଧାରା କାଶୀନଗର ଠାରେ ବିପଦ ସଂକେତ ତଳେ ପ୍ରବାହିତ ହେଉଥିବା ବେଳେ ଆଜି ମଧ୍ୟାହ୍ନରେ ଏହା ବୃଦ୍ଧି ପାଇ ବିପଦ ସଂକେତ ଉପରେ ପ୍ରବାହିତ ହେବା ଆକଳନ କରାଯାଇଛି। ସେପଟେ ଗତକାଲି ସନ୍ଧ୍ୟାରେ ମହେନ୍ଦ୍ରତନୟା ନଦୀରେ ଭାସିଯାଇ ନିଖୋଜ ଥିବା ଜି.ରାମୁଙ୍କ ପତ୍ତା ଏଯାଏଁ ମିଳିପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ