Masthead

ଆସୁଛି ‘ଜାୱାଦ’!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ ସୃଷ୍ଟି ହେବାରେ ଲାଗିଛି । ସେପ୍ଟେମ୍ବରରେ ୩ଟି ଲଘୁଚାପ ଓ ଗୋଟିଏ ବାତ୍ୟା ପରେ ଏବେ ଅକ୍ଟୋବାରରେ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧିଲାଣି । ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଉତ୍ତର-ଆଣ୍ଡାମାନ ସାଗରରେ ଆସନ୍ତା ୮-୯ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ଏହା ଏକ ଲଘୁଚାପରେ ପରିଣତ ହେବ । ପରବର୍ତ୍ତୀ ୪ରୁ୫ ଦିନରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ।

ଏହା ଏକ ବାତ୍ୟା ରୂପ ନେଇ ଦକ୍ଷିଣ-ଓଡ଼ିଶା ଓ ଉତ୍ତର-ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛନ୍ତି । ଏହି ଲଘୁଚାପଟି ବାତ୍ୟା ରୂପ ନେଇପାରେ । ଏହାର ନାଁ ରଖାଯିବି ‘ଜାୱାଦ’ । ସାଉଦି ଆରବ ପକ୍ଷରୁ ଏହି ନାମକରଣ କରାଯାଇଛି । ଏହି ବାତ୍ୟା ଓଡ଼ିଶା ଆଡକୁ ଆସିବାର ସମ୍ଭାବନା ରହିଥିବାରୁ ଚଳିତ ବର୍ଷ ଦଶହରା ଫିକା ପଡିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା