Masthead

ସୃଷ୍ଟି ହେଲା ବାତ୍ୟା, ୧୪ରେ କରିବ ଲ୍ୟାଣ୍ଡଫଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୃଷ୍ଟି ହେଲା ବାତ୍ୟା । ୧୪ ତାରିଖରେ କରିବ ଲ୍ୟାଣ୍ଡଫଲ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ମୋକା’ ସୃଷ୍ଟି ହୋଇଛି । ପରବର୍ତ୍ତୀ ସମୟରେ ଭୀଷଣ ବାତ୍ୟାରେ ଏହା ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ, ମିଆଁମାର ମୁହାଁ ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।

ତେବେ ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି। ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାକୁ ବାତ୍ୟା ଜନିତ ପବନ କି ବର୍ଷା, କିଛି ହେବନି। ୧୪ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ