Masthead

ସ୍ଥଳଭାଗ ଛୁଇଁପାରେ ‘ମୋକା’, ୧୭୦ ରୁ ୧୮୦ କିଲୋମିଟର ରହିବ ପବନର ବେଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସ୍ଥଳଭାଗ ଛୁଇଁପାରେ ‘ମୋକା’ । ଘଣ୍ଟାପ୍ରତି ପବନର ବେଗ ୧୭୦ ରୁ ୧୮୦ କିଲୋମିଟର ରହିବ । ଗତକାଲି ବାତ୍ୟା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବା ବେଳେ ଘଣ୍ଟା ପ୍ରତି ୧୪କିମି ବେଗରେ ଉତ୍ତରପୂର୍ବ ଦିଗରେ ଗତି କରି ‌ବାଂଲାଦେଶ, ମିଆଁମାର ମୁହାଁ ହେଇଛି । ଏହା ଧିରେଧିରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର ଉପକୂଳ ମଧ୍ୟ ଦେଇ ଅତ୍ୟନ୍ତ ଭୀଷଣ ବାତ୍ୟା ରୂପରେ ସ୍ଥଳଭାଗ ଛୁଇଁବ । ସ୍ଥଳବିଶେଷରେ ଏହା ଘଣ୍ଟା ପ୍ରତି ୨୦୦ କିମି ଛୁଇଁଯିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼