Masthead

ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, କାଲି ନେଇପାରେ ଲଘୁଚାପର ରୂପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । କାଲି ନେଇପାରେ ଲଘୁଚାପର ରୂପ । ୮ରେ ଅବପାତର ରୂପ ନେବ । ୯ରେ ବାତ୍ୟା ରୂପ ନେବ ବୋଲି ଆଶଙ୍କା କରାଯାଉଛି । ଯାହାକୁ ନେଇ ପାଣିପାଗ ବିଭାଗ ଆକଳନ କରିଛି । ତେବେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡିବ କି ନାହିଁ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ତୀବ୍ରତା, ଗତିପଥ ସଂପର୍କରେ ଜଣାପଡିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା