Masthead

ଓଡ଼ିଶାକୁ ନାହିଁ ବାତ୍ୟାର ଭୟ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ଉପରେ ପଡ଼ିବ ନାହିଁ ବାତ୍ୟାର ପ୍ରଭାବ । ଆସୁଥିବା ବାତ୍ୟା ‘ମୋଚା’ ଓଡ଼ିଶା ଉପରେ କୌଣସି ପ୍ରଭାବ ପକାଇବ ନାହିଁ । ଏଭଳି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଓଡ଼ିଶାକୁ ବାତ୍ୟାଜନିତ ପବନ କି ବର୍ଷା କିଛି ହେବନି ବୋଲି ସେ କହିଛନ୍ତି । ଗଭୀର ଅବପାତ ଆଜି ରାତି ସୁଦ୍ଧା ବାତ୍ୟାରେ ପରିଣତ ହେବ । କାଲି ସୁଦ୍ଧା ଭୀଷଣ ଓ ୧୨ ତାରିଖ ସୁଦ୍ଧା ଅତି ଭୀଷଣ ରୂପ ନେବ ।

୧୪ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବ । ବାଂଲାଦେଶ କକ୍ସବଜାର ଓ ମିଆଁମାର କ୍ୟାଉକିପିଉ ମଧ୍ୟରେ ଛୁଇଁବ । ଉପକୂଳ ଛୁଇଁଲା ବେଳେ ପବନ ବେଗ ୧୧୦ରୁ ୧୩୦ କିମି ରହିପାରେ । ବାତ୍ୟାର ପ୍ରଭାବ ଓଡ଼ିଶା କି ଆନ୍ଧ୍ର ଉପରେ ପଡ଼ିବନି । ବାତ୍ୟାଜନିତ ପବନ କି ବର୍ଷା ଓଡ଼ିଶା ଓ ଆନ୍ଧ୍ରରେ ହେବନି । ପଶ୍ଚିମବଙ୍ଗ ଉପକୂଳରେ ଏହାର ପ୍ରଭାବ ପଡ଼ିବ । ଏହି ସମୟରେ ୫୦ କିମି ବେଗରେ ପବନ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା