Masthead

ଓଡ଼ିଶାକୁ ନାହିଁ ବାତ୍ୟାର ଭୟ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ଉପରେ ପଡ଼ିବ ନାହିଁ ବାତ୍ୟାର ପ୍ରଭାବ । ଆସୁଥିବା ବାତ୍ୟା ‘ମୋଚା’ ଓଡ଼ିଶା ଉପରେ କୌଣସି ପ୍ରଭାବ ପକାଇବ ନାହିଁ । ଏଭଳି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଓଡ଼ିଶାକୁ ବାତ୍ୟାଜନିତ ପବନ କି ବର୍ଷା କିଛି ହେବନି ବୋଲି ସେ କହିଛନ୍ତି । ଗଭୀର ଅବପାତ ଆଜି ରାତି ସୁଦ୍ଧା ବାତ୍ୟାରେ ପରିଣତ ହେବ । କାଲି ସୁଦ୍ଧା ଭୀଷଣ ଓ ୧୨ ତାରିଖ ସୁଦ୍ଧା ଅତି ଭୀଷଣ ରୂପ ନେବ ।

୧୪ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବ । ବାଂଲାଦେଶ କକ୍ସବଜାର ଓ ମିଆଁମାର କ୍ୟାଉକିପିଉ ମଧ୍ୟରେ ଛୁଇଁବ । ଉପକୂଳ ଛୁଇଁଲା ବେଳେ ପବନ ବେଗ ୧୧୦ରୁ ୧୩୦ କିମି ରହିପାରେ । ବାତ୍ୟାର ପ୍ରଭାବ ଓଡ଼ିଶା କି ଆନ୍ଧ୍ର ଉପରେ ପଡ଼ିବନି । ବାତ୍ୟାଜନିତ ପବନ କି ବର୍ଷା ଓଡ଼ିଶା ଓ ଆନ୍ଧ୍ରରେ ହେବନି । ପଶ୍ଚିମବଙ୍ଗ ଉପକୂଳରେ ଏହାର ପ୍ରଭାବ ପଡ଼ିବ । ଏହି ସମୟରେ ୫୦ କିମି ବେଗରେ ପବନ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା