Masthead

ଓଡ଼ିଶାମୁହାଁ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୩୬ ଘଣ୍ଟାରେ ଘନୀଭୂତ ହୋଇ ଓଡ଼ିଶାକୁ ମୁହାଁଇବ। କିନ୍ତୁ ଏହା ଅଧିକ ଘନୀଭୂତ ହେବନାହିଁ । ଅବପାତରେ ସୀମିତ ରହିବ। ଏହା ପ୍ରଭାବରେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା । ଅଧିକ ବେଗରେ ପବନ ବହିବାର ସମ୍ଭାବନା କ୍ଷୀଣ। ୧୭ରୁ ୧୯ ତାରିଖ ମଧ୍ୟରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି।

ପାଣିପାଗ ବିଶେଷଜ୍ଞ କହିଛନ୍ତି, ଆକଳନରୁ ଜଣାପଡ଼ୁଛି ଯେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ୧୩ ତାରିଖ ପର୍ଯ୍ୟନ୍ତ ପ୍ରାୟ ସେହି ସ୍ଥାନରେ ହିଁ ରହିବ। ୧୩ ତାରିଖରେ ଲଘୁଚାପ କ୍ଷେତ୍ର ହୋଇ ୧୫ତାରିଖରେ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ୧୭ତାରିଖ ସକାଳେ ଅବପାତରେ ପରିଣତ ହୋଇ ୧୮ ସଂଧ୍ୟା ପର୍ଯ୍ୟନ୍ତ ସେହି ଅବସ୍ଥାରେ ରହିବ। ୧୭ସଂଧ୍ୟାରୁ ୧୮ ସଂଧ୍ୟା ମଧ୍ୟରେ ଉପକୂଳ ଅତିକ୍ରମ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର