Masthead

ଆଉ କିଛି ଘଣ୍ଟାପରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ବିପର୍ଯ୍ୟୟ’

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଆଉ କିଛି ଘଣ୍ଟାପରେ ସ୍ଥଳଭାଗ ଛୁଇଁବ ବାତ୍ୟା । ଭୟଙ୍କର ରୂପ ନେବାରେଲାଗିଛି ‘ବିପର୍ଯ୍ୟୟ’ । ଗୁଜରାଟ ଆଡ଼କୁ ମୁହାଁଇଥିବା ବେଳେ ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଜଣାପଡ଼ିଛି। ଗୁଜରାଟରେ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହୋଇଛି । ପାଣିପାଗ କାର୍ଯ୍ୟାଳୟ ସୌରାଷ୍ଟ୍ର ଏବଂ କଚ୍ଛ ଉପକୂଳ ପାଇଁ ରେଡ ଆଲର୍ଟ ଜାରି କରିଛି। ଆଜି ରାତି ସୁଧା ବାତ୍ୟା ‘ବିପର୍ୟ୍ୟୟ’ ଗୁଜରାଟର ଜଖଉ ବନ୍ଦର ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗରୁ ସୂଚନା ମିଲିଛି । ଏପର୍ୟ୍ୟନ୍ତ ପ୍ରାୟ ୧ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ