Masthead

ବାଂଲାଦେଶକୁ ହିଟ୍ କରିପାରେ ମୋଚା, ଓଡ଼ିଶାକୁ ନାହିଁ ସତର୍କ ସୂଚନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତ୍ୟା ମୋଚାକୁ ନେଇ ଆଇଏମଡି ଡିଜିଙ୍କ ପ୍ରେସମିଟ । ଓଡ଼ିଶାକୁ ନାହିଁ ବାତ୍ୟାର ଭୟ । ବାଂଲାଦେଶ, ମିଆଁମାର ମୁହାଁ ବାତ୍ୟା । ଉତ୍ତର, ଉତ୍ତର-ପୂର୍ବ ଦିଗରେ ଗତି କରିବ ବାତ୍ୟା ମୋଚା । ୧୦ ତାରିଖରେଏହା ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ଘଣ୍ଟାପ୍ରତି ୬୦-୭୦କିମି ବେଗରେ ପବନ ବୋହିବ । ୧୨ ତାରିଖ ବେଳକୁ ଏହାର ଗତି ପଥରେ ପରିବର୍ତ୍ତନ ହେବ ।

ଏହାପରେ ବାଂଲାଦେଶ ଓ ମିଆଁମାର ଆଡକୁ ଗତି କରିବ ବାତ୍ୟା। ବର୍ତ୍ତମାନ ଏହା ନିକୋବର ଦ୍ୱୀପ ପାଖରେ ଅଛି । ସେଠାରେ ପବନର ବେଗ ୪୦ରୁ ୫୦ କିମି ଘଣ୍ଟା ପ୍ରତି ବେଗ ରହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନଙ୍କୁ ଶୀଘ୍ର ଫେରିବାକୁ ପରାମର୍ଶ ଦିଆଯାଇଛି । ଓଡ଼ିଶା, ତାମିଲନାଡୁ, ଆନ୍ଧ୍ର ପାଇଁ କିଛି ୱାର୍ଣ୍ଣିଂ ନାହିଁ । ବର୍ଷା ଓ ପବନ ପାଇଁ କିଛି ୱାର୍ଣ୍ଣିଂ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା