Masthead

ବାଂଲାଦେଶକୁ ହିଟ୍ କରିପାରେ ମୋଚା, ଓଡ଼ିଶାକୁ ନାହିଁ ସତର୍କ ସୂଚନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତ୍ୟା ମୋଚାକୁ ନେଇ ଆଇଏମଡି ଡିଜିଙ୍କ ପ୍ରେସମିଟ । ଓଡ଼ିଶାକୁ ନାହିଁ ବାତ୍ୟାର ଭୟ । ବାଂଲାଦେଶ, ମିଆଁମାର ମୁହାଁ ବାତ୍ୟା । ଉତ୍ତର, ଉତ୍ତର-ପୂର୍ବ ଦିଗରେ ଗତି କରିବ ବାତ୍ୟା ମୋଚା । ୧୦ ତାରିଖରେଏହା ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ଘଣ୍ଟାପ୍ରତି ୬୦-୭୦କିମି ବେଗରେ ପବନ ବୋହିବ । ୧୨ ତାରିଖ ବେଳକୁ ଏହାର ଗତି ପଥରେ ପରିବର୍ତ୍ତନ ହେବ ।

ଏହାପରେ ବାଂଲାଦେଶ ଓ ମିଆଁମାର ଆଡକୁ ଗତି କରିବ ବାତ୍ୟା। ବର୍ତ୍ତମାନ ଏହା ନିକୋବର ଦ୍ୱୀପ ପାଖରେ ଅଛି । ସେଠାରେ ପବନର ବେଗ ୪୦ରୁ ୫୦ କିମି ଘଣ୍ଟା ପ୍ରତି ବେଗ ରହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନଙ୍କୁ ଶୀଘ୍ର ଫେରିବାକୁ ପରାମର୍ଶ ଦିଆଯାଇଛି । ଓଡ଼ିଶା, ତାମିଲନାଡୁ, ଆନ୍ଧ୍ର ପାଇଁ କିଛି ୱାର୍ଣ୍ଣିଂ ନାହିଁ । ବର୍ଷା ଓ ପବନ ପାଇଁ କିଛି ୱାର୍ଣ୍ଣିଂ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ