Masthead

ଆରିୟା ପ୍ଲାଣ୍ଟରେ ଫାଟିଲା ସିଲିଣ୍ଡର, ୩ ଗୁରୁତର

ବଡ଼ବିଲ (ବଡ଼ ଖବର ବ୍ୟୁରୋ): ବଡ଼ବିଲ ମାଟକାମବେଡ଼ା ଠାରେ ଥିବା ଆରିୟା ଆଇରନ ଆଣ୍ଡ ଷ୍ଟିଲ ପ୍ଲାଣ୍ଟରେ ଦୁର୍ଘଟଣା, ୩ ଜଣ ଗୁରୁତର । ଗୁରୁତରଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟପନ୍ନ ରହିଛି । ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସାପରେ ସମସ୍ତଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଗୁରୁତରମାନେ ହେଲେ କ୍ରିଷ୍ଣା ଦାସ , କରନ ମହାନ୍ତ, ଓ ପ୍ରେମ ଶଙ୍କର ଶର୍ମା ।

ଏକ ଗ୍ୟାସ ଏଜେନ୍ସୀ ପକ୍ଷରୁ କାରଖାନାକୁ ଅକ୍ସିଜେନ ସିଲିଣ୍ଡର ସପ୍ଲାଏ କରାଯାଉଥିଲା । ସଂପୃକ୍ତ ଏଜେନ୍ସି ତରଫରୁ କିଛି ଶ୍ରମିକ ଗାଡିରେ ଅକ୍ସିଜେନ ସିଲିଣ୍ଡର ନେଇ ପ୍ଲାଣ୍ଟ ପରିସରରେ ସିଲିଣ୍ଡର ଅନଲୋଡ଼ କରୁଥିବା ସମୟରେ ହଠାତ୍ ଏକ ସିଲିଣ୍ଡର ବ୍ଲାଷ୍ଟ୍ ହୋଇଥିଲା, । ଯାହା ଫଳରେ ୩ ଜଣ ଗୁରୁତର ଆହତ ହୋଇଥିଲେ । ଗୁରୁତର ଆହତ କ୍ରିଷ୍ଣା ଦାସଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା