Masthead

ଚାଲିଗଲେ ପଦ୍ମଶ୍ରୀ ଡି.ପ୍ରକାଶ ରାଓ

କଟକ (ବଡ଼ ଖବର ବ୍ୟୁରୋ):  ଆଜି ଅପରାହ୍ନରେ ପଦ୍ମଶ୍ରୀ ଡି.ପ୍ରକାଶ ରାଓ ଚିକିତ୍ସାଧିନ ଅବସ୍ଥାରେ ଏସସିବିର କୋଭିଡ ହସ୍ପିଟାଲରେ ଶେଷ ନିଶ୍ୱସ ତାଗ କରିଛନ୍ତି । ଗତ ଡିସେମ୍ବର ୨୫ରେ କରୋନା କାରଣରୁ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ତାଙ୍କ କୋଭିଡ ନେଗେଟିଭ ରିପୋର୍ଟ ଆସିବା ପରେ ତାଙ୍କୁ ମେଡିସନ ୱାର୍ଡକୁ ସ୍ଥନାନ୍ତରିତ କରିବା ପାଇଁ ପ୍ରକ୍ରିୟା ଚାଲିଥିବା ବେଳେ ଅପରାହ୍ନ ୪.୧୫ ମିନଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ନେଇ ସୂଚନା ଦେଇଛନ୍ତି ଏସସିବି ଜରୁରୀକାଳିନ ଅଧିକାରୀ ଭୁବନାନନ୍ଦ ମହାରାଣା ।

୬୩ ବର୍ଷିୟ ପ୍ରକାଶ ଏକ ଚାହା ଦୋକାନ କରି ସେଥିରୁ ମିଳୁଥିବା ଲାଭାନ୍ସରେ ବସ୍ତି ପିଲାଙ୍କୁ ପାଠ ପଢାଇ ଚର୍ଚ୍ଚାକୁ ଆସିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ କି ବାତ୍ କାର୍ଯକ୍ରମରେ ପ୍ରକାଶ ରାଓଙ୍କୁ ପ୍ରଶସାଂ କରିବା ସହ ସେ ତାଙ୍କ କଟକ ଗସ୍ଥ ସମୟରେ ପ୍ରକାଶ ରାଓଙ୍କ ସହ କଥା ହୋଇଥିଲେ । ଶିକ୍ଷା, ସମାଜ ସେବା ପାଇଁ ତାଙ୍କୁ ୨୦୧୯ ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତିଙ୍କ ନିକଟରୁ ପଦ୍ମଶ୍ରୀ ପୁରଷ୍କାର ପ୍ରଦାନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି