କନ୍ଦରପୁରୁ ସୋସାଇଟି ସମ୍ପାଦକଙ୍କ ଦବଙ୍ଗଗିରି

କଟକ(ବଡ଼ ଖବର ବ୍ୟୁରୋ): କନ୍ଦରପୁରୁ ସୋସାଇଟି ସମ୍ପାଦକଙ୍କ ଦବଙ୍ଗଗିରି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଦରପୁରୁ ସୋସାଇଟି ବ୍ୟାଙ୍କରେ । ସୂଚନା ଅନୁସାରେ ବ୍ୟାଙ୍କର ସମ୍ପାଦକ ଲକ୍ଷାଧିକ ଟଙ୍କାର ଆତ୍ମସାତ କରିଥିଲେ ।

ଅଭିଯୋଗ ପରେ ଗ୍ରାଉଣ୍ଡୁ ଜିରୋ ରୁ ପ୍ରଥମେ ବଡ଼ଖବର ପ୍ରସାରଣ କରିଥିଲା। କିନ୍ତୁ ସୋସାଇଟିର ସମ୍ପାଦକ ନିଜ ମତାମତ ଦେବା ପାଇଁ ଟାଳ ଟୁଳ ନୀତି ଅବଲମ୍ବନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’