Masthead

ପୋଲିସର ଦବଙ୍ଗଗିରି

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ପୋଲିସର ଦବଙ୍ଗଗିରି । ଆଦିବାସୀ ମହିଳାଙ୍କୁ ନିର୍ଯ୍ୟାତନା ଓ ମାଡ଼ ପ୍ରତିବାଦରେ ଥାନା ଘେରିଲେ ଗ୍ରାମବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଶୁଳିଆପଦା ଥାନା ଅଞ୍ଚଳରେ । ଶୁଳିଆପଦା ଥାନା କାଳିଆଷୋଳ ପଣ୍ଡିତ ପେଟ୍ରୋଲ ପମ୍ଫରେ କାମ କରୁଥିବା ଜଣେ ମହିଳା କର୍ମଚାରୀଙ୍କୁ ମଦପିଇ ବାରିପଦା ଫିଫତି ବାଟାଲିୟନର ସିପାହୀ ଓ ରାଜୀବ କୁମାର ନାଏକ ନାମକ ବ୍ୟକ୍ତି ଅସଦାଚରଣ ସହ ମାଡ଼ ମାରିଥିଲେ ।

ଏବଂ ମହିଳାଙ୍କୁ ଗୁଳିକରି ମାରିଦେବାର ଧମକ ଦେଇ ଚାଲିଯାଇଥିଲେ । ପରେ ପେଟ୍ରୋଲ ପମ୍ପର ମାଲିକ ପୋଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମହିଳା ଜଣଙ୍କୁ ମେଡିକାଲ ନେଇଥିଲେ ।ଏ ସମସ୍ତ ଘଟଣା ସିସିଟିଭରେ କଏଦ ହୋଇଥିଲା । ଗତ ୨ ତାରିଖରୁ ଏତଲା ଦିଆଯାଇଥିଲେ ମଧ୍ୟ ଏହାର କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିବାରୁ ପ୍ରତିବାଦ କରିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ