Masthead

ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ

ମୁମ୍ଵାଇ (ବଡ଼ ଖବର ବ୍ୟୁରୋ): ବଲିଉଡ୍ କିମ୍ଵଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀ । ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ । ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଟ୍ଵିଟ୍ କରି ଏହି ସୂଚନା ଦେଇଛନ୍ତି। ଟ୍ଵିଟରେ ସେ ଲେଖିଛନ୍ତି, ‘ଭାରତୀୟ ସିନେମାରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ କିମ୍ବଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ପୁରସ୍କାର ପ୍ରଦାନ କରିବାକୁ ଦାଦାସାହେବ ଫାଲକେ ସିଲେକସନ ଜୁରି ଘୋଷଣା କରିବା ଗୌରବର ବିଷୟ।

ଅକ୍ଟୋବର ୮ ରେ ୭୦ ତମ ନ୍ୟାସନାଲ ଫିଲ୍ମ ଆୱର୍ଡ ସେରମନିରେ ଏହି ପୁରସ୍କାର ପ୍ରଦାନ କରାଯିବ । ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ଦାଦା ସାହେବ ଫାଲକେ । ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ମିଳିବ । ୪୮ ବର୍ଷର କ୍ୟାରିୟର୍‌ରେ ୩୫୦ରୁ ଅଧିକ ଫିଲ୍ମରେ ମିଥୁନ୍‌ଙ୍କ ଅଭିନୟ । ହିନ୍ଦୀ, ବଙ୍ଗାଳୀ, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି