ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ

ମୁମ୍ଵାଇ (ବଡ଼ ଖବର ବ୍ୟୁରୋ): ବଲିଉଡ୍ କିମ୍ଵଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀ । ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ । ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଟ୍ଵିଟ୍ କରି ଏହି ସୂଚନା ଦେଇଛନ୍ତି। ଟ୍ଵିଟରେ ସେ ଲେଖିଛନ୍ତି, ‘ଭାରତୀୟ ସିନେମାରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ କିମ୍ବଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ପୁରସ୍କାର ପ୍ରଦାନ କରିବାକୁ ଦାଦାସାହେବ ଫାଲକେ ସିଲେକସନ ଜୁରି ଘୋଷଣା କରିବା ଗୌରବର ବିଷୟ।

ଅକ୍ଟୋବର ୮ ରେ ୭୦ ତମ ନ୍ୟାସନାଲ ଫିଲ୍ମ ଆୱର୍ଡ ସେରମନିରେ ଏହି ପୁରସ୍କାର ପ୍ରଦାନ କରାଯିବ । ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ଦାଦା ସାହେବ ଫାଲକେ । ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ମିଳିବ । ୪୮ ବର୍ଷର କ୍ୟାରିୟର୍‌ରେ ୩୫୦ରୁ ଅଧିକ ଫିଲ୍ମରେ ମିଥୁନ୍‌ଙ୍କ ଅଭିନୟ । ହିନ୍ଦୀ, ବଙ୍ଗାଳୀ, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ