Masthead

ଦାଦାବଟି ମାଗି ଫସିଲେ ସାମ୍ବାଦିକ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଦାଦାବଟି ମାଗି ଫସିଲେ ସାମ୍ବାଦିକ । ଭୁବନେଶ୍ୱର ପରେ ସମ୍ବଲପୁରରେ ବନ୍ଧା ହେଲେ ସାମ୍ବାଦିକ । ବୁର୍ଲା ପୋଲିସ ଦ୍ୱାରା ଗିରଫ ଦୁଇଜଣ ସାମ୍ବାଦିକଙ୍କୁ କୋର୍ଟ ଚାଲାଣ କରାଯାଇଛି । ବୀରେନ୍ଦ୍ର ବଗର୍ତ୍ତିଙ୍କ ଅଭିଯୋଗକ୍ରମେ ବୁର୍ଲା କଣ୍ଟ୍ରାକ୍ଟର କଲୋନୀର ଆନନ୍ଦ ଷଣ୍ଢ ଓ ହୀରାକୁଦ ଖ୍ରୀଷ୍ଟିଆନ ପଡ଼ାର ଫିଲିଫ କୁମାରଙ୍କୁ ଗିରଫ କରାଯାଇଛି ।
ବୀରେନ୍ଦ୍ରଙ୍କ ନାମରେ ପୂର୍ବରୁ ଏକ ଦୁଷ୍କର୍ମ ମାମଲା ରହିଥିଲା । ବଡ଼ ବଡ଼ ଅଫିସରଙ୍କ ସହ ଚିହ୍ନାଥିବାରୁ ମାମଲାର ରଫା ଦଫା କରିବା ଲାଗି ୫୦ହଜାର ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ କରାଯାଇଥିଲା । ଏହି ଆଧାରରେ ପୋଲିସ ଉଭୟଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା