ଦାଦାବଟି ମାଗି ଫସିଲେ ସାମ୍ବାଦିକ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଦାଦାବଟି ମାଗି ଫସିଲେ ସାମ୍ବାଦିକ । ଭୁବନେଶ୍ୱର ପରେ ସମ୍ବଲପୁରରେ ବନ୍ଧା ହେଲେ ସାମ୍ବାଦିକ । ବୁର୍ଲା ପୋଲିସ ଦ୍ୱାରା ଗିରଫ ଦୁଇଜଣ ସାମ୍ବାଦିକଙ୍କୁ କୋର୍ଟ ଚାଲାଣ କରାଯାଇଛି । ବୀରେନ୍ଦ୍ର ବଗର୍ତ୍ତିଙ୍କ ଅଭିଯୋଗକ୍ରମେ ବୁର୍ଲା କଣ୍ଟ୍ରାକ୍ଟର କଲୋନୀର ଆନନ୍ଦ ଷଣ୍ଢ ଓ ହୀରାକୁଦ ଖ୍ରୀଷ୍ଟିଆନ ପଡ଼ାର ଫିଲିଫ କୁମାରଙ୍କୁ ଗିରଫ କରାଯାଇଛି ।
ବୀରେନ୍ଦ୍ରଙ୍କ ନାମରେ ପୂର୍ବରୁ ଏକ ଦୁଷ୍କର୍ମ ମାମଲା ରହିଥିଲା । ବଡ଼ ବଡ଼ ଅଫିସରଙ୍କ ସହ ଚିହ୍ନାଥିବାରୁ ମାମଲାର ରଫା ଦଫା କରିବା ଲାଗି ୫୦ହଜାର ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ କରାଯାଇଥିଲା । ଏହି ଆଧାରରେ ପୋଲିସ ଉଭୟଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ