Masthead

ରାଜ୍ୟରେ ୩ହଜାର ତଳକୁ ଖସିଲା ସଂକ୍ରମଣ

ଭୁବନେନଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୧୭ ଆକ୍ରାନ୍ତ । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୭୭ ଏବଂ ସ୍ଥାନୀୟ ସଂକ୍ରମିତ ୧୨୪୦ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୮୬, ବାଲେଶ୍ୱରରୁ ୨୩୭, ବରଗଡ଼ରୁ ୨୨, ଭଦ୍ରକରୁ ୧୬୩, ବଲାଙ୍ଗିରରୁ ୭, ବୌଦ୍ଧରୁ ୧୯, କଟକରୁ ୪୨୨, ଦେବଗଡ଼ରୁ ୫, ଢେଙ୍କାନାଳରୁ ୭୭, ଗଜପତିରୁ ୬, ଗଞ୍ଜାମରୁ ୨୧, ଜଗତସିଂହପୁରରୁ ୧୧୯, ଯାଜପୁରରୁ ୨୧୮, ଝାରସୁଗୁଡ଼ାରୁ ୮ ଆକ୍ରାନ୍ତ ଚି÷ହ୍ନଟ ହୋଇଛନ୍ତି, ସେହିପରି କଳାହାଣ୍ଡିରୁ ୨୧, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୭୯, କେନ୍ଦୁଝରରୁ ୭୫, କୋରାପୁଟରୁ ୫୫, ମାଲକାନଗିରିରୁ ୫୯,

ମୟୁରଭଞ୍ଜରୁ ୧୬୫, ନବରଙ୍ଗପୁରରୁ ୧୯, ନୟାଗଡ଼ରୁ ୯୬, ନୂଆପଡ଼ାରୁ ୮, ପୁରୀରୁ ୧୩୨, ରାୟଗଡ଼ାରୁ ୫୩, ସମ୍ବଲପୁରରୁ ୨୨, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୪୮ ଏବଂ ଷ୍ଟେଟପୁଲରୁ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୯ ହଜାର ୨୬ରେ ପହଂଚିଛି । ସେହିପରି ସୁସ୍ଥ ହୋଇଛନ୍ତି, ୮ଲକ୍ଷ ୮୪ ହଜାର ୨୬୨ ଆକ୍ରାନ୍ତ । ଅପ୍ୟପଟେ ୩୦ ହଜାୀର ୫୫୭ ଆକ୍ରାନ୍ତ  ଚିକିତ୍ସାଧୀନ ଅଛନ୍ତି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ହଚାର ୧୫୪ରେ ପହଂଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର