Masthead

ଲକ୍ଷେ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଲକ୍ଷେ ଟପିଛି । ୨୪ ଘଂଟା ମଧ୍ୟରେ ୪୭୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୧୦୧କୁ ବୃଦ୍ଧି ପାଇଛି । ସେଭଳି ୨୪ ଘଣ୍ଟାରେ ୧ ଲକ୍ଷ ୩ ହଜାର ୫୫୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରନ୍ତ ସଂଖ୍ୟା ୧କୋଟି ୨୫ ଲକ୍ଷ ୮୯ହଜାର ୬୭ରେ ପହଂଚିଛି ।

କରୋନାରୁ ୧ କୋଟି ୧୬ ଲକ୍ଷ ୮୨ ହଜାର ୧୩୬ ଜଣ ସୁସ୍ଥ ହୋଇଥିବାବେଳେ ସକ୍ରିୟ ସଂଖ୍ୟା ୭ ଲକ୍ଷ ୪୧ ହଜାର ୮୩୦ରେ ପହଂଚିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୮ ଲକ୍ଷ ୬୫ ହଜାର ୫୧୭କୁ ବୃଦ୍ଧି ହୋଇଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୩ କୋଟି ୧୮ ଲକ୍ଷ ୯୭ ହଜାର ୮୦୦କୁ ବୃଦ୍ଧି ହୋଇଛି । ସୁସ୍ଥ ସଂଖ୍ୟା ୧୦ କୋଟି ୬୧ ଲକ୍ଷ ୮୩ ହଜାର ୭୦୮କୁ ପଂହଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ