Masthead

ଦେଶରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ରେକର୍ଡ ଭାଙ୍ଗୁଛି । ଦିନକୁ ଦିନ ଉଗ୍ର ରୂପ ନେବାରେ ଲାଗିଛି । ଥମିବାର ନା ଧରୁ ନାହିଁ । ଦୈନିକ ସଂକ୍ରମଣରେ ଚଳିତବର୍ଷ ୨୦୨୦କୁ ମାତ ଦେଇଛି କରୋନା । ଆରମ୍ଭ ହୋଇଥିବା କୋରୋନାର ଦ୍ବିତୀୟ ଲହରୀରେ ଲଗାତାର ୨ ଥର ହେବ ୧ ଲକ୍ଷ ପାର କରିଛି କୋରୋନା ସଂକ୍ରମଣ । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ରିପୋର୍ଟ ମୁତାବକ, ଦେଶରେ ଗତ ୨୪ ଘଣ୍ଟାରେ ଆସିଛି ୧ ଲକ୍ଷ ୧୫ ହଜାର ୭୬୩ଟି ପଜିଟିଭ ରିପୋର୍ଟ ।

ଯେଉଁଥିରେ ୬୩୦ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଦିନକରେ ୫୯ ହଜାର ୮୫୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୨୮ ଲକ୍ଷ ପାର କରିଛି । ସେହିପରି ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୬ ହଜାର ୧୭୭ରେ ପହଞ୍ଚିଛି । ମହାମାରୀ ଆରମ୍ଭ ଦିନଠୁ ଦିନକରେ ସର୍ବାଧିକ ମହାରାଷ୍ଟ୍ର ହେଲେ ଆକ୍ରାନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ