Masthead

ଦେଶରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ରେକର୍ଡ ଭାଙ୍ଗୁଛି । ଦିନକୁ ଦିନ ଉଗ୍ର ରୂପ ନେବାରେ ଲାଗିଛି । ଥମିବାର ନା ଧରୁ ନାହିଁ । ଦୈନିକ ସଂକ୍ରମଣରେ ଚଳିତବର୍ଷ ୨୦୨୦କୁ ମାତ ଦେଇଛି କରୋନା । ଆରମ୍ଭ ହୋଇଥିବା କୋରୋନାର ଦ୍ବିତୀୟ ଲହରୀରେ ଲଗାତାର ୨ ଥର ହେବ ୧ ଲକ୍ଷ ପାର କରିଛି କୋରୋନା ସଂକ୍ରମଣ । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ରିପୋର୍ଟ ମୁତାବକ, ଦେଶରେ ଗତ ୨୪ ଘଣ୍ଟାରେ ଆସିଛି ୧ ଲକ୍ଷ ୧୫ ହଜାର ୭୬୩ଟି ପଜିଟିଭ ରିପୋର୍ଟ ।

ଯେଉଁଥିରେ ୬୩୦ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଦିନକରେ ୫୯ ହଜାର ୮୫୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୨୮ ଲକ୍ଷ ପାର କରିଛି । ସେହିପରି ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୬ ହଜାର ୧୭୭ରେ ପହଞ୍ଚିଛି । ମହାମାରୀ ଆରମ୍ଭ ଦିନଠୁ ଦିନକରେ ସର୍ବାଧିକ ମହାରାଷ୍ଟ୍ର ହେଲେ ଆକ୍ରାନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା