Before Header

୧୦ହଜାର ତଳକୁ ଖସୁନି ଦୈନିକ ସଂକ୍ରମଣ

0 37

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁନି କରୋନା କରୋନା ସ୍ଥିତି । ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ହଜାର ୧୦୮ ଆକ୍ରାନ୍ତ । କ୍ୱାରେଣ୍ଟାଇନ ସେଣ୍ଟରରୁ ୬୨୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ,ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୪୮୮୯ । ଖୋର୍ଦ୍ଧାରୁ ସର୍ବାଧିକ ୧୪୫୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୮୬୪, ବାଲେଶ୍ୱରରୁ ୫୦୯, ବରଗଡ଼ରୁ ୩୩, ଭଦ୍ରକରୁ ୪୮୯, ବଲାଙ୍ଗିରରୁ ୨୯୮,ବୌଦ୍ଧରୁ ୨୭୩, କଟକରୁ ୯୪୪, ଦେବଗଡ଼ରୁ ୧୨୫, ଢେଙ୍କାନାଳରୁ ୧୩୧, ଗଜପତିରୁ ୧୫୭, ଗଞ୍ଜାମରୁ ୨୧୪, ଜଗତସିଂହପୁରରୁ ୩୧୮, ଯାଜପୁରରୁ ୩୯୬।

ଝାରସୁଗୁଡ଼ାରୁ ୧୧୩, କଳାହାଣ୍ଡିରୁ ୩୯, କନ୍ଧମାଳରୁ ୧୩୨, କେନ୍ଦ୍ରାପଡ଼ାରୁ ୧୫୦, କେନ୍ଦୁଝରରୁ ୧୬୯, କୋରାପୁଟରୁ ୨୫୧, ମାଲକାନଗିରିରୁ ୧୦୦, ମୟୁରଭଞ୍ଜରୁ ୩୫୭, ନୟାଗଡ଼ରୁ ୩୩୨, ନୂଆପଡ଼ାରୁ ୧୧୪, ପୁରୀରୁ ୪୭୩, ରାୟଗଡ଼ାରୁ ୨୦୯, ସମ୍ବଲପୁରରୁ ୩୮୪, ସୋନପୁରରୁ ୧୮୦, ସୁନ୍ଦରଗଡ଼ରୁ ୭୦୮, ଷ୍ଟେଟପୁଲରୁ ୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ପଜିଟିଭଙ୍କ ସଂଖ୍ୟା ୬ଲକ୍ଷ ୭୯ହଜାର ୫୩୦କୁ ବୃଦ୍ଧି । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୯ହଜାର ୬୩୯କୁ ବୃଦ୍ଧି ଘଟିଛି ।

Leave A Reply

Your email address will not be published.