Masthead

୩ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୩ହଜାର ତଳକୁ କମିଛି ଦୈନିକ ସଂକ୍ରମଣ । ଗତ ୨୪ଘଣ୍ଟାରେ ୨ହଜାର ୯୫୭ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୩୮ ରୋଗୀଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ତେବେ ପଜିଟିଭ ହାର ରହିଛି ୪.୭୯% । ଖୋର୍ଦ୍ଧାରୁ ସର୍ବାଧିକ ୪୦୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୭୨, ଯାଜପୁରରୁ ୨୬୦, ବାଲେଶ୍ୱରରୁ ୨୪୭, ଭଦ୍ରକରୁ ୧୯୨, କେନ୍ଦ୍ରାପଡ଼ାରୁ ୧୧୬, ନୟାଗଡ଼ରୁ ୧୧୨, ଅନୁଗୁଳରୁ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ବରଗଡ଼ରୁ ୪୧, ବଲାଙ୍ଗିରରୁ ୩୭, ବୌଦ୍ଧରୁ ୪୭, ଦେବଗଡ଼ରୁ ୧୦, ଢେଙ୍କନାଳରୁ ୪୨, ଗଜପତିରୁ ୨୪, ଗଂଜାମରୁ ୧୮, ଜଗତସିଂହପୁରରୁ ୧୦୩, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୫୭ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କୋରାପୁଟରୁ ୬୦, ମାଲକାନଗିରିରୁ ୫୬, ମୟୁରଭଞ୍ଜରୁ ୧୩୫, ନବରଙ୍ଗପୁରରୁ ୪୫, ନୂଆପଡ଼ାରୁ ୧୦, ପୁରୀରୁ ୨୧୯, ରାୟଗଡ଼ାରୁ ୬୩, ରାୟଗଡ଼ାରୁ ୬୩, ସମ୍ବଲପୁରରୁ ୨୮, ସୁବର୍ଣ୍ଣପୁରରୁ ୨୫, ସୁନ୍ଦରଗଡ଼ରୁ ୫୮ ଓ ଷ୍ଟେଟପୁଲରୁ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୩ ହଜାର ୪୯୦କୁ ବୃଦ୍ଧି ପାଇଛି । ରାଜ୍ୟର ୨୦ ଜିଲ୍ଲା ଗ୍ରୀନ୍‌ ଜୋନରେ ରହିଛି । ୪ ଜିଲ୍ଲା ରେଡ୍‌ ଜୋନରେ ଥିବାବେଳେ ୬ ଜିଲ୍ଲା ୟେଲୋ ଜୋନରେ ରହିଛି। ୩୫ ହଜାର ତଳକୁ ଖସିଛି ଆକ୍ଟିଭ କେସ୍‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ