Masthead

ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଉଛନ୍ତି ମା’ କାଳୀ

ପୁରୀ (ବଡ଼ ଖବର ବ୍ୟୁରୋ): ମା’ କାଳୀଙ୍କ ଆଗମନ ପରେ ଚଳଚଞ୍ଚଳ ଶକ୍ତିପୀଠ ଓ ପୂଜାମଣ୍ଡପ । ଦକ୍ଷିଣକାଳୀ ପିଠରେ ଚାଲିଛି ମା’ଙ୍କ ପୂଜା । ଆଜି ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ମା’ କାଳୀ । ମନ୍ଦିର ଏବଂ ପୂଜା ମଣ୍ଡପରେ ମା’ଙ୍କ ଦୁର୍ଲଭ ବେଶ ଦର୍ଶନ କରି କୃପା ଲାଭ କରୁଛନ୍ତି ଶ୍ରଦ୍ଧାଳୁ ।

ପରମ୍ପରା ଅନୁସାରେ ନିଶାର୍ଦ୍ଧରେ ମାଆଙ୍କର ଗୁପ୍ତ ରୀତିନୀତୀ ପୂଜା ଅନୁଷ୍ଠିତ ହୋଇଥିଲା । ମଧ୍ୟ ରାତ୍ରିରେ ଚକ୍ଷୁ ଦାନ ପରେ ଏବେ ମାଆଙ୍କ ଆଶୀଷ ନେବାକୁ ମନ୍ଦିର ଓ ମଣ୍ଡପରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଭକ୍ତମାନେ କିଭଳି ଶନ୍ତି ଶୃଙ୍ଖଳାରେ ମାଆଙ୍କ ଦର୍ଶନ କରିପାରିବେ ସେନେଇ ହୋଇଛି ବ୍ୟାପକ ବ୍ୟବସ୍ଥା । ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ମଧ୍ୟ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ