Masthead

ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଉଛନ୍ତି ମା’ କାଳୀ

ପୁରୀ (ବଡ଼ ଖବର ବ୍ୟୁରୋ): ମା’ କାଳୀଙ୍କ ଆଗମନ ପରେ ଚଳଚଞ୍ଚଳ ଶକ୍ତିପୀଠ ଓ ପୂଜାମଣ୍ଡପ । ଦକ୍ଷିଣକାଳୀ ପିଠରେ ଚାଲିଛି ମା’ଙ୍କ ପୂଜା । ଆଜି ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ମା’ କାଳୀ । ମନ୍ଦିର ଏବଂ ପୂଜା ମଣ୍ଡପରେ ମା’ଙ୍କ ଦୁର୍ଲଭ ବେଶ ଦର୍ଶନ କରି କୃପା ଲାଭ କରୁଛନ୍ତି ଶ୍ରଦ୍ଧାଳୁ ।

ପରମ୍ପରା ଅନୁସାରେ ନିଶାର୍ଦ୍ଧରେ ମାଆଙ୍କର ଗୁପ୍ତ ରୀତିନୀତୀ ପୂଜା ଅନୁଷ୍ଠିତ ହୋଇଥିଲା । ମଧ୍ୟ ରାତ୍ରିରେ ଚକ୍ଷୁ ଦାନ ପରେ ଏବେ ମାଆଙ୍କ ଆଶୀଷ ନେବାକୁ ମନ୍ଦିର ଓ ମଣ୍ଡପରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଭକ୍ତମାନେ କିଭଳି ଶନ୍ତି ଶୃଙ୍ଖଳାରେ ମାଆଙ୍କ ଦର୍ଶନ କରିପାରିବେ ସେନେଇ ହୋଇଛି ବ୍ୟାପକ ବ୍ୟବସ୍ଥା । ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ମଧ୍ୟ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ