Masthead

ଡାକୋଟା ଦେଖିବେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଡାକୋଟା ଦେଖିବେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ ଇନା ହାନିଂ ଟାସ୍ କ୍ରିଷ୍ଣାମୂର୍ତ୍ତି । ଇନା ହାନିଂ ଟାସ୍ କ୍ରିଷ୍ଣାମୂର୍ତ୍ତିଙ୍କ ସମେତ ୪ ଜଣ ଅତିଥି ଆଜି ରାତି ୮ଟାରେ ଭୁବନେଶ୍ବର ପହଞ୍ଚିବା କାର୍ୟ୍ୟକ୍ରମ ରହିଛି । ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିବେ ।

ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଗସ୍ତ କରି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିମାନ ଡାକୋଟା ପରିଦର୍ଶନରେ ଯିବେ । ତାଙ୍କ ସହ ଆସୁଛନ୍ତି କୋଲାକାତାରେ ଅବସ୍ଥାପିତ ଇଣ୍ଡୋନେସିଆ କନସୁଲ୍ ମହେଶ ଶର୍ମା ଓ ରାଷ୍ଟ୍ରଦୂତ କାର୍ଯ୍ୟାଳୟର ଦୁଇ ଅଧିକାରୀ । ୨୯ ତାରିଖ ଅପରାହ୍ନ ଗୋଟାଏ ୧୫ ମିନିଟରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ