Masthead

ବିରଳ ଡଲଫିନ ଉଦ୍ଧାର

ରାଜନଗର (ବଡ଼ ଖବର ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରୁ ବିରଳ ପ୍ରଜାତିର ଡଲଫିନ ଉଦ୍ଧାର । ଉଦ୍ଧାର ହୋଇଛି ମୃତ ଡଲଫିନ । ରବିବାର ରାତିରେ ରାଜନଗର ବନବିଭାଗ ପଟ୍ଟାମୁଣ୍ଡାଇ ଭେଡ଼ିସାହିର ଗୋବରୀ ନଦୀରୁ ଏହି ଡଲଫିନକୁ ଉଦ୍ଧାର କରାଯାଇଥିଲା । ଏହି ମୃତ ଡଲଫିନକୁ ରାଜନଗର ବନଖଣ୍ଡ କାର୍ଯ୍ୟାଳୟରେ ରଖାଯାଇଛି । ଏଭଳି ଡଲଫିନ କେବଳ ମଧୁର ଜଳରେ ଦେଖାଯାଏ । ରାଜନଗର ଅଞ୍ଚଳରୁ ପ୍ରଥମଥର ଲାଗି ଏଭଳି ଡଲଫିନ ଉଦ୍ଧାର ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା