Masthead

ଟ୍ରେନ ଧକ୍କାରେ ଦନ୍ତା ମୃତ୍ୟୁ

ବାରିପଦା (ବଡ଼ ଖବର ବ୍ୟୁରୋ): ଟ୍ରେନ ଧକ୍କାରେ ଦନ୍ତାହାତୀର ମୃତ୍ୟୁ। ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ବେତନଟୀ ନିକଟସ୍ଥ ଜୁଗଳ ରେଳ ଷ୍ଟେସନ ନିକଟରେ। ଗତକାଲି ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ରେଳ ଧାରଣା ଉପରକୁ ଚାଲି ଆସିଥିଲା । ଦନ୍ତା ହାତୀଟି ଜୁଗଳ ରେଳ ଷ୍ଟେସନ ପୂର୍ବରୁ ଥିବା ରେଳ ଫାଟକ ମଧ୍ୟରେ ଟ୍ରାକ ଉପରକୁ ଚାଲି ଆସିବାରୁ ଉପସ୍ଥିତ ଲୋକେ ହାତୀ ଘଉଡାଇବାକୁ ଚେଷ୍ଟା କରିଥିଲେ । ହେଲେ ରେଳ ଫାଟକ ଗେଟ୍ ପଡ଼ିଥିବାରୁ ହାତୀଟି ବାହାରକୁ ଯାଇ ପାରି ନଥିଲା । ସେହି ସମୟରେ ଦ୍ରୁତ ଗତିରେ ଆସୁଥିବା ଟ୍ରେନ ସିଧା ହାତୀକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହାତୀର ମୃତ୍ୟୁ ହୋଇଛି । ଟ୍ରେନ୍ ହାତୀକୁ ଧକ୍କା ଦେଇ କିଛି ସମୟ ଅଟକି ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି