Masthead

ଦନ୍ତା ନେଲା ୩ ଜୀବନ

ଗାଇସିଲଟ (ବଡ଼ ଖବର ବ୍ୟୁରୋ): ଦନ୍ତା ନେଲା ୩ ଜୀବନ । ବରଗଡ଼ ଜିଲ୍ଲା ଗାଇସିଲଟ ବ୍ଳକ୍ ରାଇସଲପଦର ପଞ୍ଚାୟତ ନାଥପାଲି ପଞ୍ଚାୟତର ୩ଟି ଗାଁର ୩ ଜଣଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି।

ଉମରାଡ ଗାଁର ମାଳ ସେଟ୍, ନାଥପାଲି ଗାଁର ଶିବ ସେଟ୍ ଓ ଉମରାଡର ବିରଞ୍ଚି କୁମ୍ଭାର ଶୌଚ ହେବା ପାଇଁ ପ୍ରତ୍ୟୁରେ ଗାଁ ମୁଣ୍ଡ ପୋଖରୀକୁ ଯାଇଥିବା ବେଳେ ହାତୀ ହାବୁଡରେ ପଡିଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା