Masthead

ଦାରିଙ୍ଗବାଡ଼ିରେ ଶୀତର ପ୍ରକୋପ ବୃଦ୍ଧି

ଦାରିଙ୍ଗବାଡ଼ି(ବଡ଼ ଖବର ବ୍ୟୁରୋ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଦିନ କୁ ଦିନ ଶୀତର ପ୍ରକୋପ ବୃଦ୍ଧି ପାଉଛି । ପ୍ରତିଦିନ ତାପମାତ୍ରା ନିମ୍ନଗାମୀ ହେଉଥିବା ବେଳେ ଅଞ୍ଚଳରେ ଥଣ୍ଡା ବୃଦ୍ଧି ପାଉଛି । ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତରୁ ରକ୍ଷା ପାଇବା ପାଇଁ ଲୋକେ ନିଆଁ ଜାଳି ବସିରହୁଛନ୍ତି । ଏହାସହ ପ୍ରାତଃଭ୍ରମଣ ବେଳେ ଶୀତୁଆ ସକାଳର ମଜା ନେଉଛନ୍ତି ସ୍ଥାନୀୟ ବାସିନ୍ଦା । ଶୀତ ବଢିବା ସହ ଆଭ୍ୟନ୍ତରିଣ ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି । ପର୍ଯ୍ୟଟକଙ୍କ ପାଇଁ ଶୀତ ଆନନ୍ଦ ଆଣିଦେଇଥିବା ବେଳେ ଗରିବଗୁରୁବା ପାଇଁ କଷ୍ଟଦାୟକ ହୋଇଛି । ଶୀତ ବଢୁଥିବାରୁ କନ୍ଧମାଳ ଜିଲ୍ଲାକୁ ପର୍ଯ୍ୟଟକଙ୍କ ସଂଖ୍ୟା ମଧ୍ୟ ବଢିଲାଣି।

ରବିବାର ଏବର୍ଷର ସର୍ବନିମ୍ନ ତାପମାତ୍ରା ୯.୫ଡିଗ୍ରୀ ସେଲସିଅସ ରେକର୍ଡ କରାଯାଇଛି । ତାପମାତ୍ରା ଏଭଳି ନିମ୍ନଗାମୀ ହେଉଥିବା ବେଳେ ଅଞ୍ଚଳରେ ଜାଡ଼ ବୃଦ୍ଧି ପାଉଥିବା ବେଳେ ସ୍ଥାନୀୟ ଅଞ୍ଚଳର ଲୋକ ଶୀତ ପାଇଁ ଅସହ୍ୟ ହୋଇଗଲେଣି । ଥଣ୍ଡା ବୃଦ୍ଧି ପାଇବା ଯୋଗୁଁ ଲୋକେ କାମ ଧନ୍ଦାକୁ ସଠିକ ସମୟରେ ଯାଇପାରୁନାହାନ୍ତି । ବୃଦ୍ଧବୃଦ୍ଧା ମନେ ନାହିଁ ନଥିବାର ଅସୁବିଧାର ସମ୍ମୁଖିନ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି