Masthead

ବଡ଼ମେଡିକାଲରେ ଅନ୍ଧାରୀ ଚିକିତ୍ସା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଓଡ଼ିଶାର ବଡ଼ ମେଡିକାଲର ବଡ଼ ଗୁମର । ଏମକେସିଜିରେ ପୁଣି ଦେଖାଦେଲା ଅନ୍ଧାରୀ ଚିକିତ୍ସା । ମହମବତୀ ଏବଂ ଟର୍ଚ୍ଚ ଲଗାଇ କରାଯାଉଛି ଚିକିତ୍ସା । ବ୍ରହ୍ମପୁର ଏମକେସିଜି ମେଡିକାଲର କ୍ୟାନ୍ସର ୱାର୍ଡର ଆଉଟଡୋର ରୋଗୀଙ୍କୁ ଅନ୍ଧାରୀ ଚିକିତ୍ସା ଦିଆଯାଉଛି ।

ଗଛଲାଗି ବିଦ୍ୟୁତ ବିଭ୍ରାଟ ଯୋଗୁଁ ବିଦ୍ୟୁତ ସରବରାହ ବନ୍ଦ ରହିଛି । ଦୀର୍ଘଦିନ ହେବା ସତ୍ୱେ କ୍ୟାନ୍ସର ୱାର୍ଡକୁ ଜେନେରେଟର ସଂଯୋଗ ହୋଇପାରିଲା ନାହିଁ। ଏକାଧିକ ରୋଗୀଙ୍କ ଗହଳି ହେତୁ ବାଧ୍ୟ ହୋଇ ଏମିତି ଚିକିତ୍ସା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା