Masthead

ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ୫ଟାରୁ ବନ୍ଦ ରହିବ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଡପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ ୫ ଟାରୁ ବନ୍ଦ ।୨୭ ତାରିଖ ନବମୀ ସନ୍ଧ୍ୟା ଦର୍ଶନ ୫ଟା ଯାଏଁ ଚାଲିବ । ୫ଟାରୁ ଦର୍ଶନ ବନ୍ଦ ରହିବ କହିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ୫ଟାରୁ ବନ୍ଦ ରହିବ ଦର୍ଶନ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ