Masthead

ମଣ୍ଡପ ଫାଙ୍କା, ବଜାର ଭିଡ଼

ଟିଟିଲାଗଡ଼, (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ସହରରେ ଦଶହରା ପୂର୍ବ ବର୍ଷଭଳି ଆକର୍ଷଣୀୟ ନଥିଲା । କରୋନା କଟକଣାକୁ ମାନି ସହରର ବିଭିନ୍ନ ମଣ୍ଡପରେ ମା’ଙ୍କ ପୂଜା ହେଉଥିଲା ସତ, କିନ୍ତୁ ଭକ୍ତଙ୍କ ଭିଡ ନଥିଲା । ମଣ୍ଡପ ଲାଗୁଥିଲା ର୍ଖା ଖାଁ । ନବରାତ୍ରଠାରୁ ବିଜୟା ଦଶମୀ ଯାଏଁ ମା’ଙ୍କ ନୀତିକାନ୍ତିରେ ଉଣା ନଥିଲା । ଟିଟିଲାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଘଣ୍ଟାସୁଣୀଙ୍କ ମନ୍ଦିରରେ ୧୭ରୁ ଵ୍ରତଧାରୀମାନେ ମାନସିକ କରି ଦୀପ ପ୍ରଜ୍ଜଳନ କରିଥିଲେ ।

ସ୍ଥାନୀୟ ବିଧାୟିକା ତଥା ମନ୍ତ୍ରୀ ଟୁକୁନି ସାହୁ ଘଣ୍ଟାଶୁଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ କରାଇଥିଲେ । ଆଶାଥିଲା ଚଳିତବର୍ଷ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ମାତ୍ର ତାହ ସମ୍ଭବ ହେଲାନି । କରୋନା ମହାମାରୀର ବିନାଶ ଲାଗି ଅଷ୍ଟମୀୀରେ ମନ୍ଦିରରେ ହୋମଯଜ୍ଞର ଆୟୋଜନ କରାଯାଇଥିଲା । ସହରର ହାଟପଦାପଡ଼ା, ଓ୍ଵେସ୍କୋ ଅଫିସ, ମାଉସୀ ମା’ ମନ୍ଦିର, ରେଳ ଷ୍ଟେସନ ଓ ସ୍ୱାଧୀନପଡ଼ା ପୂଜାମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ ମା’ ଦୁର୍ଗା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା