Masthead

ପୁଅର ଗୁଳିମାଡ଼ରେ ମାଆ ଗୁରୁତର

ଦଶପଲ୍ଲା(ବଡ଼ ଖବର ବ୍ୟୁରୋ): ଦଶପଲ୍ଲା ବାଣୀଗୋଚ୍ଛା ଥାନା କଳସାଖମଣ ଗାଁରେ ପୁଅର ଗୁଳିମାଡ଼ରେ ମାଆ ଗୁରୁତର । ଗୁରୁତର ଦୁଇତା ପ୍ରଧାନଙ୍କୁ ଦଶପଲ୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଆଜି ସକାଳୁ ଦୁହିତାଙ୍କ ବଡ଼ ପୁଅ ଓ ସାନ ପୁଅ ସାଗର ପ୍ରଧାନଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା।

ସେହି ସମୟରେ ଅଭିଯୁକ୍ତ ସୁଶାନ୍ତ ମାଆ ଦୁଇତା ପ୍ରଧାନଙ୍କ ଗୁଳି କରିଥିବା ସୂଚନା । ଗୁରୁତର ଦୁହିତାଙ୍କୁ ଗ୍ରାମବାସୀ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଖବର ପାଇ ବାଣୀଗୋଛା ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ଅଭିଯୁକ୍ତ ସୁଶାନ୍ତ ପ୍ରଧାନଙ୍କୁ ଖୋଜୁଛି ବାଣୀ ଗୋଚ୍ଛା, ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା