Masthead

ଚଢିଗଲା ବସ୍

ଦଶରଥପୁର(ବଡ଼ ଖବର ବ୍ୟୁରୋ): ଗ୍ରୀନ ଓଡିଶା ବସ ପ୍ରତିଦିନ ଯାଜପୁର ଷ୍ଟାଣ୍ଡରୁ ବାହାରି ଅଳୁକୁଣ୍ଡ ଯାଇଥାଏ । ଏହି ବସରେ ଘରକୁ ଫେରୁଥିଲେ ରାମଚନ୍ଦ୍ର ମଲ୍ଲିକ । ବୃନ୍ଦାବନପୁର ଗାଁ ଆଖଣ୍ଡଳମଣି ଛକ ନିକଟରେ ସେ ଓହ୍ଲାଇବା ବେଳେ ତଳେ ପଡିଯାଇଥିଲେ । ଅସାବାଧନତାରୁ ବସର ପଛଚକ ତଳେ ପଡିଯାଇଥିଲେ । ତାଙ୍କ ଗୋଡ ଉପରେ ବସଟି ଚଢିଯାଇଥିଲା । ସ୍ଥାନୀୟ ଲୋକଙ୍କ ସହାୟତାରେ ରାମଚନ୍ଦ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଯାଜପୁର ପୋଲିସ ଘଟଣାସ୍ଥଳରେ ପହଂଚିଥିଲା । ବସ ଚାଳକ ଫେରାର ଥିବାବେଳେ ବସକୁ ପୋଲିସ ଅଟକ ରଖି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା