Masthead

ଦଶପଲ୍ଲା ଡିହଗାଁ ଛକରେ ଦୁର୍ଘଟଣା, ଚାପି ଦେଲା ଟ୍ରକ ଜଣେ ମୃତ

ଦଶପଲ୍ଲା(ବଡ଼ ଖବର ବ୍ୟୁରୋ): ଦଶପଲ୍ଲା ଡିହଗାଁ ଛକରେ ଦୁର୍ଘଟଣା । ଟ୍ରକ୍ ଧକ୍କାରେ ଜଣେ ମୃତ, ଆଉ ଜଣେ ଗୁରୁତର । ଏକ ମଦ ବୋଝେଇ ଟ୍ରକ୍ ଧକ୍କାରେ ଜଣେ କବାଡିଆ ବେପାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଡ୍ରାଇଭର୍ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ ହେଲପରକୁ ଗ୍ରାମବାସୀ ଅଟକ ରଖି ପୋଲିସ ଜିମା ଦେଇଛନ୍ତି । ମୃତକ ହେଲେ ଖଣ୍ଡପଡା ଥାନା ବଳଭଦ୍ର ପ୍ରଶାଦ ଗାଁର ବସନ୍ତ ଦଳେଇ । ଗୁରୁତର ପ୍ରଫୁଲ ଦଳେଇଙ୍କୁ ଭୂବନେଶ୍ବର ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା