ଦଶପଲ୍ଲା ଡିହଗାଁ ଛକରେ ଦୁର୍ଘଟଣା, ଚାପି ଦେଲା ଟ୍ରକ ଜଣେ ମୃତ

ଦଶପଲ୍ଲା(ବଡ଼ ଖବର ବ୍ୟୁରୋ): ଦଶପଲ୍ଲା ଡିହଗାଁ ଛକରେ ଦୁର୍ଘଟଣା । ଟ୍ରକ୍ ଧକ୍କାରେ ଜଣେ ମୃତ, ଆଉ ଜଣେ ଗୁରୁତର । ଏକ ମଦ ବୋଝେଇ ଟ୍ରକ୍ ଧକ୍କାରେ ଜଣେ କବାଡିଆ ବେପାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଡ୍ରାଇଭର୍ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ ହେଲପରକୁ ଗ୍ରାମବାସୀ ଅଟକ ରଖି ପୋଲିସ ଜିମା ଦେଇଛନ୍ତି । ମୃତକ ହେଲେ ଖଣ୍ଡପଡା ଥାନା ବଳଭଦ୍ର ପ୍ରଶାଦ ଗାଁର ବସନ୍ତ ଦଳେଇ । ଗୁରୁତର ପ୍ରଫୁଲ ଦଳେଇଙ୍କୁ ଭୂବନେଶ୍ବର ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ