Masthead

ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା

ବିହାର (ବଡ଼ ଖବର ବ୍ୟୁରୋ): ବିହାର ନିର୍ବାଚନ ପାଇଁ ଆଜି ଘୋଷଣା ହୋଇପାରେ ତାରିଖ । ଆଜି ଅପରାହ୍ଣ ୪ଟାରେ ଭାରତୀୟ ନିର୍ବାଚନ କମିସନଙ୍କ ପ୍ରେସ୍‌ମିଟ୍ଆ । ସମସ୍ତ ୨୪୩ ଆସନ ପାଇଁ ଘୋଷଣା ହେବ ତାରିଖ । ଛଟ୍‌ ପୂଜା ପରେ ନିର୍ବାଚନ ପାଇଁ ଅପିଲ୍‌ କରିଥିଲେ ବିଭିନ୍ନ ଦଳ । ତାରିଖ ଘୋଷଣା ସହିତ ଲାଗୁ ହେବ ଆଦର୍ଶ ଆଚରଣ ବିଧି । ପୂର୍ବରୁ ବିହାରରେ କର୍ମଚାରୀ ନିଯୁକ୍ତି ଓ ବଦଳି ଆଦି କାମ ଶେଷ କରିବା ପାଇଁ  ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ବାଚନ କମିସନ ଚିଠି ଲେଖିଥିଲେ ।

ବିହାରରେ ୨୪୩ ବିଧାନସଭା ଆସନ ପାଇଁ  ଏଥର ମୁଖ୍ୟତଃ ଏନଡିଏ ଏବଂ ମହାଗଠନ୍ଧନ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବା ସ୍ପଷ୍ଟ ହୋଇଯାଇଛି । ପ୍ରଶାନ୍ତ କିଶୋରଙ୍କ ଜନ ସୁରାଜ ପାର୍ଟି ମଧ୍ୟ ନିର୍ବାଚନ ଲଢ଼ିବ । ବିହାରରେ ନଭେମ୍ୱର ୨୨ ତାରିଖରେ ଚଳିତ ବିଧାନସଭାର କାର୍ଯ୍ୟକାଳ ସରୁଛି । ଏହା ପୂର୍ବରୁ ସମ୍ପୂର୍ଣ୍ଣ ନିର୍ବାଚନ ପ୍ରକ୍ରିୟା ଶେଷ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ